27.1 C
Bhubaneswar
Wednesday, April 29, 2026
Homeଓଡିଶାଏସଆଇ ପରୀକ୍ଷା କେଳେଙ୍କାରୀ: ସିବିଆଇ ତଦନ୍ତ ବିଜ୍ଞପ୍ତି

ଏସଆଇ ପରୀକ୍ଷା କେଳେଙ୍କାରୀ: ସିବିଆଇ ତଦନ୍ତ ବିଜ୍ଞପ୍ତି

ଭୁବନେଶ୍ୱର: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀକୁ ନେଇ ସିବିଆଇ ତଦନ୍ତ ବିଜ୍ଞପ୍ତି ଜାରି କରାଯାଇଛି। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଜାରି ହେଲା ବିଜ୍ଞପ୍ତି। ସିବିଆଇ ତଦନ୍ତ ପାଇଁ ସୁପାରିସ୍‌ କରିଥିଲେ ରାଜ୍ୟ ସରକାର। ଏହି ମାମଲାରେ ୧୧୪ ପରୀକ୍ଷାର୍ଥୀ ଜେଲ୍‌ ଯାଇ ଜାମିନରେ ଆସିଛନ୍ତି। ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଓ ମୁନା ମହାନ୍ତି ଗିରଫ ହୋଇ ସାରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking