16.1 C
Bhubaneswar
Monday, January 12, 2026
Homeଓଡିଶାଏସଆଇ ପରୀକ୍ଷା ସ୍କାମ: ସିଲିକନକୁ  କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ

ଏସଆଇ ପରୀକ୍ଷା ସ୍କାମ: ସିଲିକନକୁ  କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ପୁଲିସ ଏସଆଇ ପରୀକ୍ଷା ସ୍କାମ । ସିଲିକନ୍ ଟେକ୍ ଲ୍ୟାବ ପ୍ରାଇଭେଟ ଲିମିଟେଡ୍‌ ଏସଟିଏଲକୁ ପୂର୍ବରୁ କ୍ଲିନ୍ ଚିଟ୍ ଦେଇଥିଲା କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚ କ୍ୟାରେକ୍ଟର ସାର୍ଟିଫିକେଟ ପାଇବା ପରେ ପୁଲିସ ଏସ୍‌ଆଇ ପରୀକ୍ଷା ପରିଚାଳନା କରିଥିଲା ସିଲିକନ୍ ଟେକ୍ ତଥା ଏସଟିଏଲ । ଏପରିକି କମ୍ପାନିର ମୁଖ୍ୟ ସୁରେଶ ନାୟକଙ୍କୁ ମଧ୍ୟ କ୍ଲିନଚିଟ୍‌ ଦେଇଥିଲା କ୍ରାଇମବ୍ରାଞ୍ଚ ।  କ୍ରାଇମବ୍ରାଞ୍ଚ ଏସଟିଏଲକୁ ଦେଇଥିବା କ୍ଲିନ୍ ଚିଟ୍ ସାର୍ଟିଫିକେଟର ଏକ୍ସକ୍ଲୁସିଭ ଦସ୍ତାବିଜ । ଏପରିକି ଏ ଚିଠି ଦର୍ଶାଉଛି ସିଲିକନ୍ ଟେକ୍ ଲ୍ୟାବ ପୂର୍ବରୁ ଜେଲ ୱାର୍ଡର ଓ ହାଇକୋର୍ଟ ଏଏସଓ ପରୀକ୍ଷା ପରିଚାଳନା କରିଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking