ଏସ୍ଆଇ କେଳେଙ୍କାରୀ: ସିବିଆଇ ହାତରେ ନୀତିଶ ବିହାରୀ
ଭୁବନେଶ୍ୱର: ପୁଲିସ ଏସ୍ଆଇ ନିଯୁକ୍ତି କେଳେଙ୍କାରୀ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବିହାରରୁ ଜଣେ ଅଭିଯୁକ୍ତକୁ ଉଠାଇ ଆଣି ଭୁବନେଶ୍ବରରେ ଜେରା କରୁଛି। ଭୁବନେଶ୍ବରର ସିବିଆଇ କାର୍ଯ୍ୟାଳୟରେ ନୀତୀଶ କୁମାରକୁ ଝାଳବୁହା ଜେରା ଚାଲିଛି । ବଛାବଛା ଅଧିକାରୀ ତାକୁ ଜେରା କରୁଛନ୍ତି । ସେ ପ୍ରାୟ ୬୦୦ ପରୀକ୍ଷାର୍ଥୀଙ୍କୁ ଟ୍ରେନିଂ ଦେଇଥିଲା ବୋଲି ଜଣାଯିବା ପରେ ସିବିଆଇ ନୀତୀଶ କୁମାରକୁ ଧରିଥିଲା । ନୀତୀଶ ଘଟଣାର ମାଷ୍ଟର ମାଇଣ୍ଡ ବିରଞ୍ଚି ନାୟକର ଅନ୍ୟତମ ସହଯୋଗୀ … Continue reading ଏସ୍ଆଇ କେଳେଙ୍କାରୀ: ସିବିଆଇ ହାତରେ ନୀତିଶ ବିହାରୀ
Copy and paste this URL into your WordPress site to embed
Copy and paste this code into your site to embed