32.1 C
Bhubaneswar
Sunday, March 29, 2026
Homeଓଡିଶାଏସ୍‌ଆଇ ସ୍କାମ୍‌: ଶଙ୍କରଙ୍କ ଘନିଷ୍ଠ ସହଯୋଗୀ ଗିରଫ

ଏସ୍‌ଆଇ ସ୍କାମ୍‌: ଶଙ୍କରଙ୍କ ଘନିଷ୍ଠ ସହଯୋଗୀ ଗିରଫ

ଭୁବନେଶ୍ୱର: ଏସ୍‌ଆଇ ସ୍କାମ୍ ମାମଲାରେ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଘନିଷ୍ଠ ସହେଯାଗୀ ଗିରଫ ହୋଇଛି । ଅଭିଯୁକ୍ତ ସାଗର କୁମାର ଗୌଡକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ । ଦୀଘା ମଡ୍ୟୁଲର ଦାୟିତ୍ୱରେ ସାଗର ଥିବା ସୂଚନା ମିଳିଛି । ମାଷ୍ଟର ମାଇଣ୍ଡ ଶଙ୍କରଙ୍କ କେୟାର୍ ଟେକର୍ ଥିଲେ ସାଗର । ସାଗର ଜରିଆରେ ଏଜେଣ୍ଟଙ୍କ ସହ ଲିଙ୍କରେ ଆସୁଥିଲେ ଶଙ୍କର । ସୂଚନାଯୋଗ୍ୟ, ଏହି ଘଟଣାର ମାଷ୍ଟରମାଇଣ୍ଡ ତଥା ପଞ୍ଚସଫ୍ଟ ଟେକ୍ନୋଲୋଜିର ମାଲିକ ଗଞ୍ଜାମ ଜିଲ୍ଲାର ଶଙ୍କର ପୃଷ୍ଟି ସମେତ ୬ଜଣ ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଜାମିନ ଆବେଦନ କରିଛନ୍ତି। ଏହାର ଶୁଣାଣି ୧୩ ତାରିଖରେ ହେବ ବୋଲି ସୂଚନା ମିଳିଛି

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking