26.1 C
Bhubaneswar
Friday, March 29, 2024
Homeଓଡିଶାମନ୍ଦିର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ

ମନ୍ଦିର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ପ୍ରମୁଖ ମନ୍ଦିର ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇସାରିଛି । ଦେବୋତ୍ତର ବିଭାଗ ଅଧୀନରେ ଥିବା ମନ୍ଦିର ଖୋଲିବାକୁ ଯୋଜନା ରହିଛି । ପୁରୀ ଶ୍ରୀମନ୍ଦିର ଓ ଅନ୍ୟ ପ୍ରମୁଖ ମନ୍ଦିର ପ୍ରଶାସନଙ୍କୁ ଏନେଇ ନିର୍ଦ୍ଦେଶ ଦିଆଯାଇଛି । କୋଭିଡ କଟକଣା ଭିତରେ ମନ୍ଦିର ଖୋଲିବା ଯୋଜନା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ୧୦ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ସମସ୍ତ ଅଂଶଦାରୀଙ୍କ ସହ ଆଲୋଚନା ପାଇଁ ଜିଲ୍ଲାପାଳଙ୍କୁ ଦିଆଯାଇଛି ନିର୍ଦ୍ଦେଶ । ଏନେଇ ଟ୍ୱିଟ୍ କରି ନିର୍ଦ୍ଦେଶାନାମା ଜାରି କରିଛନ୍ତି ମୁଖ୍ୟ ଶାସନ ସଚିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking