27.1 C
Bhubaneswar
Wednesday, June 4, 2025
Homeଓଡିଶାଚିକିତ୍ସାଧୀନ ଅବସ୍ଥାରେ ସିଂହ ଆକାଶର ମୃତ୍ୟୁ

ଚିକିତ୍ସାଧୀନ ଅବସ୍ଥାରେ ସିଂହ ଆକାଶର ମୃତ୍ୟୁ

ଭୁବନେଶ୍ୱର: ନନ୍ଦନକାନନରେ ଚିକିତ୍ସାଧୀନ ଅବସ୍ଥାରେ ସିଂହ ଆକାଶର ମୃତ୍ୟୁ l ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲା । କିଛି ଦିନ ହେବ ସିଂହ ଆକାଶ ଖାଦ୍ୟ ଖାଉନଥିଲା କି ଛିଡ଼ା ହୋଇପାରୁନଥିଲା । ସେ କେବଳ ଶୋଇରହୁଥିଲା । ଗତ ବିଳମ୍ବିତ ରାତିରେ ତାର ମୃତ୍ୟୁ ଘଟିଛି l ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ନନ୍ଦନକାନନ କର୍ତ୍ତୃପକ୍ଷ କହିଛନ୍ତି l ୨୦୧୪ ମସିହାରେ ବେଙ୍ଗଲର ଚିଡିଆଖାନାରୁ ନନ୍ଦନକାନନକୁ ସିଂଘ ଆକାଶକୁ ଅଣାଯାଇଥିଲା l ସେ ସମୟରେ ସିଂଘକୁ ୪ ବର୍ଷ ହୋଇଥିଲା l ନନ୍ଦନକାନନରେ ସିଂହ ମାନଙ୍କ ସଂଖ୍ୟା ୨୬କୁ ହ୍ରାସ ପାଇଛି l

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking