୮୩୭କୋଟି ଟଙ୍କାର ୯ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ
ଭୁବନେଶ୍ୱର : ଶିଳ୍ପ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଦୃଢ଼ ପ୍ରତିବଦ୍ଧତା ଆଜି ଅନୁଷ୍ଠିତ ୧୨୧ତମ ରାଜ୍ୟସ୍ତରୀୟ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ଆଉ ଏକ ଶିଖରରେ ପହଞ୍ଚିଛି । ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ନେତୃତ୍ୱରେ ସିଙ୍ଗଲ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି ବୈଠକରେ ୯ଟି ନୂତନ ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ ମିଳିଛି, ଯାହା ରାଜ୍ୟର ଅର୍ଥନୈତିକ ଗତିପଥକୁ ତ୍ୱରାନ୍ୱିତ କରିବ ବୋଲି ଆକଳନ କରାଯାଇଛି । ଓଡ଼ିଶା ସରକାର … Continue reading ୮୩୭କୋଟି ଟଙ୍କାର ୯ଟି ପ୍ରକଳ୍ପକୁ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ
Copy and paste this URL into your WordPress site to embed
Copy and paste this code into your site to embed