ଭୁବନେଶ୍ୱର: ଏସାଇଆରକୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା ଏସାଇଆରକୁ ସ୍ଥଗିତ କରାଯାଇଥିବା ନେଇ CEO ସୂଚନା ଦେଇଛନ୍ତି।ବିଭିନ୍ନ ରାଜ୍ୟରେ ନିର୍ବାଚନ ଥିବାରୁ ଏସାଇଆର ସ୍ଥଗିତ ନେଇ ନିଷ୍ପତ୍ତି ନିଆଯାଇଥିବା CEO ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ ଏପ୍ରିଲ ୧ରୁ ରାଜ୍ୟରେ ଏସାଇଆର ହେବା ନେଇ ସୂଚନା ଦେଇଥିଲେ CEO।










