28.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଇସ୍ତପା ଦେଲେ ସିସୋଦିଆ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ

ଇସ୍ତପା ଦେଲେ ସିସୋଦିଆ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀଙ୍କୁ ଇସ୍ତପା ଦେଲେ ମନୀଷ ସିସୋଦିଆ । ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ମଧ୍ୟ ଇସ୍ତପା ଦେଇଥିବା ଜଣାପଡିଛି । ଉଭୟଙ୍କ ଇସ୍ତପା ପତ୍ର ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ଦାୟିତ୍ୱରେ ଥିଲେ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ।

ଭିନ୍ନକ୍ଷମଙ୍କୁ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ସୋଆ ସମ୍ମାନିତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking