26.1 C
Bhubaneswar
Wednesday, January 15, 2025
Homeଦେଶ ବିଦେଶସିସୋଦିଆ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ

ସିସୋଦିଆ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ

ନୂଆଦିଲ୍ଲୀ: ବରିଷ୍ଠ ଆପ୍ ନେତା ତଥା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ପୁଣି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ସିସୋଦିଆଙ୍କୁ ଗିରଫ କରାଯାଇଥିବାବେଳେ ସୁପ୍ରିମକୋର୍ଟ ପୂର୍ବରୁ ତାଙ୍କର ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି ।

ଏହି ନିଷ୍ପତ୍ତିର ପୁନର୍ବିଚାର କରିବାକୁ ସିସୋଦିଆ ସୁପ୍ରିମକୋର୍ଟରେ ସାନି ପିଟିସନ ଦାଏର କରିଛନ୍ତି । ଅବକାରୀ ଦୁର୍ନୀତିରେ ଅଭିଯୁକ୍ତମାନେ ୩୩୮ କୋଟି ଟଙ୍କାର ମୁନାଫା କମାଇଥିଲେ ବୋଲି ଦର୍ଶାଇ ସୁପ୍ରିମକୋର୍ଟ ଅକ୍ଟୋବର ୩୦ରେ ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking