27.3 C
Bhubaneswar
Thursday, April 9, 2026
Homeଓଡିଶାକିଛି ଦଳୀୟ ନେତା ବିଜେଡି ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି : ଅମରେଶ ଜେନା

କିଛି ଦଳୀୟ ନେତା ବିଜେଡି ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି : ଅମରେଶ ଜେନା

ଭୁବନେଶ୍ୱର : ବିଜେଡିରେ ବିଭୀଷଣ କିଏ? ତାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ବିଜେଡି କର୍ପୋରେଟର ଅମରେଶ ଜେନାଙ୍କ ବିଭୀଷଣ ମନ୍ତବ୍ୟକୁ ନେଇ ଆଲୋଚନା ଆରମ୍ଭ ହୋଇଛି। ଦଳରେ ବିଭୀଷଣ ଅଛନ୍ତି ବୋଲି ପ୍ରତାପ ଦେବଙ୍କ ଘରେ ଚାଲିଥିବା ବୈଠକରୁ ବାହାରିବା ପରେ ଅମରେଶ ଇଛନ୍ତି। ସେ କହିଛନ୍ତି, କିଛି ଦଳୀୟ ନେତା ବିଜେଡି ଭାଙ୍ଗିବାକୁ ଚେଷ୍ଟା କରୁଛନ୍ତି । ଦଳରେ ବିଭୀଷଣ ଅଛନ୍ତି । କିନ୍ତୁ ସବୁଠି ବିଜେଡି ଏକଜୁଟ ଅଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏ ବିଷୟରେ ଜାଣିଛନ୍ତି । ଆଗକୁ ଏମିତି କଲେ କାର୍ୟ୍ୟାନୁଷ୍ଠାନ ହେବ ବୋଲି ଶ୍ରୀ ଜେନା କହିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking