27.1 C
Bhubaneswar
Thursday, April 25, 2024
Homeଅପରାଧମା’ ଓ ସ୍ତ୍ରୀକୁ ଶିଳପୁଆରେ ଛେଚି ହତ୍ୟା କଲା ପୁଅ!

ମା’ ଓ ସ୍ତ୍ରୀକୁ ଶିଳପୁଆରେ ଛେଚି ହତ୍ୟା କଲା ପୁଅ!

ଝାରସୁଗୁଡ଼ା : ଘର ଭିତରୁ ଶାଶୂ-ବୋହୂଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର । ରେଙ୍ଗାଲୀ ଥାନା କତରବଗା ପଞ୍ଚାୟତ ମିସ୍ତ୍ରୀପଡ଼ାର ଏକ ଘରୁ ମୃତଦେହ ଉଦ୍ଧାର ହୋଇଛି । ପାରିବାରିକ କଳହରୁ ପୁଅ ଶିଳପୁଆରେ ଛେଚି ହତ୍ୟା କରିଛି ବୋଲି ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଲଜ୍ଜା: ଦୁଇ ଦଳିତ ଭଉଣୀଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking