25.1 C
Bhubaneswar
Saturday, December 6, 2025
Homeଅପରାଧବାପାର ମୁଣ୍ଡ କାଟି ଥାନାରେ ପହଞ୍ଚିଲା ପୁଅ

ବାପାର ମୁଣ୍ଡ କାଟି ଥାନାରେ ପହଞ୍ଚିଲା ପୁଅ

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଚାନ୍ଦୁଆ ଥାନା ଅଞ୍ଚଳରେ ପୁଅର ବୀଭତ୍ସ କାଣ୍ଡ। ବାପାର ମୁଣ୍ଡ କାଟିଲା ପୁଅ। ମାଆକୁ ବି ହତ୍ୟା ଉଦ୍ୟମ କରିଛି ପୁଅ। ମୁଣ୍ଡ ଧରି ଥାନାରେ ପହଞ୍ଚିଲା ପୁଅ | ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଆତ୍ମ ସମର୍ପଣ କରିଛି l ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମର ସହାୟତାରେ ତଦନ୍ତ ଆରମ୍ଭ କରିଛି l ମୃତକ ବାଇଧର ସିଂ (୭୦)। ଅଭିଯୁକ୍ତ ସାନ ପୁଅ ଶମ୍ଭୁ ସିଂ(୪୦) ଫାର୍ସାରେ ହାଣି ମୁଣ୍ଡ ଗଣ୍ଡି ଅଲଗା କରି ଦେଇଛି l ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking