ଖୁବ ଶୀଘ୍ର ଖୁସୀ ଖବର ଦେବେ ଅଭିନେତ୍ରୀ ଦୀପିକା ପାଦୁକୋନ!

ମୁମ୍ବାଇ: ବଲିଉଡର ସବୁଠାରୁ ପ୍ରେମୀ ଦମ୍ପତି ହେଲେ ଦୀପିକା ପାଦୁକୋନ ଓ ରଣବୀର ସିଂ। ଏହି ଦୁଇ ପ୍ରେମୀ ଯୁଗଳ ନଭେମ୍ବର ୨୦୧୮ରେ ଇଟାଲୀରେ ଏକ ଗ୍ରାଣ୍ଡ୍‌ ଡେଷ୍ଟିନେସନ୍ ବିବାହ କରି ପରସ୍ପରର ହାତ ଧରିଥିଲେ। ସୋସିଆଲ ମିଡିଆରେ ଉଭୟ ଦୀପିକା ଏବଂ ରଣବୀରଙ୍କର ଅନେକ ପ୍ରଶଂସକ ଅଛନ୍ତି। ପ୍ରଶଂସକମାନେ ସେମାନଙ୍କ ବିଷୟରେ ପ୍ରତ୍ୟେକ ଦିନ କିଛି ନା କିଛି ଜାଣିବାକୁ ଆଗ୍ରହୀ। ଅନେକ ସମୟରେ ନିଜ ପେସାଦାର ଜୀବନକୁ ନେଇ ଚର୍ଚ୍ଚାରେ ରହୁଥିବା ଅଭିନେତ୍ରୀ ଏବେ … Continue reading ଖୁବ ଶୀଘ୍ର ଖୁସୀ ଖବର ଦେବେ ଅଭିନେତ୍ରୀ ଦୀପିକା ପାଦୁକୋନ!