ଭୁବନେଶ୍ୱର: ଖୁବଶୀଘ୍ର ଓଡ଼ିଶାରେ ପେଶା ଆଇନ ଲାଗୁ କରାଯିବା ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାୟକ । ଆଗାମୀ ବିଧାନସଭା ଅଧିବେଶନରେ ଅଣାଯିବ । ପେଶା ଆଇନ ପୂର୍ବରୁ ସଚେତନତା କାର୍ଯ୍ୟକ୍ରମ ହେବ ଏବଂ ପ୍ରଧାନମନ୍ତ୍ରୀଙ୍କ ଉପସ୍ତିତିରେ ଆରମ୍ଭ କରାଯିବ । ଆସନ୍ତା ୧୫ ତାରିଖରୁ କାର୍ଯ୍ୟକ୍ରମ ଆରମ୍ଭ କରାଯିବ ।