26.1 C
Bhubaneswar
Saturday, December 13, 2025
Homeଓଡିଶା୧୫ରୁ ସୁଭଦ୍ରା ଯୋଜନାର ଏସଓପି : ଉପମୁଖ୍ୟମନ୍ତ୍ରୀ

୧୫ରୁ ସୁଭଦ୍ରା ଯୋଜନାର ଏସଓପି : ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସାଧାରମ ଲୋକଙ୍କ ମତାମତ ପରେ ସୁଭଦ୍ରା ଏସ୍‌ଓପି ସାର୍ବଜନୀନ ହେବ । ସୁଭଦ୍ରା ଏସ୍‌ଓପ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ସୂଚନା । ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହିତାଧିକାରୀଙ୍କୁ ଦିଆଯିବ । ସୁଭଦ୍ରା ଯୋଜନା ପାଇଁ ଏସ୍‌ଓପି ପ୍ରସ୍ତୁତ ସରିଛି, ଲୋକଙ୍କ ମତାମତକୁ ଅପେକ୍ଷା । ସାରା ରାଜ୍ୟରେ ୧୦ଟି କ୍ଲଷ୍ଟରରେ ଲୋକମାନଙ୍କଠାରୁ ମତାମତ ନିଆଯାଉଛି । ଲୋକମାନେ ଯାହା ମତାମତ ଦେବେ, ସେହି ହିସାବରେ ସଂଶୋଧନ ହେବ । ୧୪ ତାରିଖ ସୁଦ୍ଧା ଜିଲ୍ଲାପାଳମାନଙ୍କଠାରୁ ଫିଡ୍‌ବ୍ୟାକ୍ ରିପୋର୍ଟ ଆସିବ ।  ଲୋକଙ୍କ ମତ ଉପରେ ଏସ୍‌ଓପିରେ ସଂଶୋଧନ ହୋଇ ସାର୍ବଜନୀନ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking