କୋଭିଡ ସହାୟତା ପାଇଁ ଜାରି ହେବ ଏସଓପି

ଭୁବନେଶ୍ୱର: କୋଭିଡ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେବେ ରାଜ୍ୟ ସରକାର । ସହାୟତା ନେଇ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବେ ରାଜ୍ୟ ସରକାର । ପରିବାର ପିଛା ୫୦ ହଜାର ଟଙ୍କା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହାକୁ କାର୍ଯ୍ୟକାରୀ କରିବାକୁ ରାଜ୍ୟ ସରକାର ସ୍ୱତନ୍ତ୍ର ଏସଓପି ଜାରି କରିବେ । ସଂକ୍ରମଣର ୩୦ ଦିନ ମଧ୍ୟରେ ମୃତ୍ୟୁବରଣ କରିଥିଲେ ୫୦ ହଜାର ମିଳିବ । ୩୦ ଦିନ ଭିତରେ ଆତ୍ମହତ୍ୟା ବା ଦୁର୍ଘଟଣାରେ … Continue reading କୋଭିଡ ସହାୟତା ପାଇଁ ଜାରି ହେବ ଏସଓପି