ବିଜେଡି ଛାଡ଼ିଲେ ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ୱର : ବିଜେଡି ଆଜି ସନ୍ଧ୍ୟାରେ ବିଧାନସଭା ନିର୍ବାଚନ ପାଇଁ ଦ୍ୱିତୀୟ ଦଫାରେ ପ୍ରାର୍ଥୀ ଘୋଷଣା କରିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରାର୍ଥୀ ଘୋଷଣା କରିବାର ଅଳ୍ପ ସମୟ ମଧ୍ୟରେ ଦଳରେ ବିଦ୍ରୋହ ଦେଖାଯାଇଛି । ବାଲେଶ୍ୱର ଜିଲ୍ଲା ସୋର ବିଧାୟକ ପର୍ଶୁରାମ ଧଡ଼ା ବିଜେଡିରୁ ଇସ୍ତଫା ଦେଇଛନ୍ତି । ସେ ନିଜର ଇସ୍ତଫା ପତ୍ରକୁ ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ପଠାଇଛନ୍ତି । ଆଗାମୀ ଦିନରେ ସେ କ’ଣ କରିବେ ସେନେଇ ପ୍ରତିକ୍ରିୟା … Continue reading ବିଜେଡି ଛାଡ଼ିଲେ ବିଧାୟକ ପର୍ଶୁରାମ ଧଡ଼ା