25.1 C
Bhubaneswar
Monday, December 8, 2025
Homeଓଡିଶାବର୍ଷାରେ ବେହାଲ ଦକ୍ଷିଣ ଓଡ଼ିଶା

ବର୍ଷାରେ ବେହାଲ ଦକ୍ଷିଣ ଓଡ଼ିଶା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଝିପିଝିପି ବର୍ଷା ହେଉଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିଛି । କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି  । ଏହି ୩ ଜିଲ୍ଲାର ଅନେକ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇଛି । ବିଭିନ୍ନ ସ୍ଥାନରେ କଚ୍ଚାଘର ଭାଙ୍ଗିଛି। ବର୍ଷା ଯୋଗୁଁ ଦୁର୍ବଳ କାନ୍ଥ ଭୁଶୁଡ଼ି ପଡିଛି  । ଅତିପ୍ରବଳ ବର୍ଷା ନେଇ କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଂ ସର୍ତକତା ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking