ପୁରୀ: ପୁରୀ ବାସିନ୍ଦାଙ୍କ ପାଇଁ ଶ୍ରୀମନ୍ଦିରରେ ହୋଇପାରେ ସ୍ୱତନ୍ତ୍ର ବ୍ୟବସ୍ଥା । ଅନୁଧ୍ୟାନ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛି ପରିଚାଳନା କମିଟି । ଏନେଇ ବିଧାନସଭାରେ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଲିଖିତ ଉତ୍ତର ରଖିଛନ୍ତି । ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ କି ନାହିଁ ପ୍ରଶ୍ନ କରିଥିଲେ ପୁରୀ ବିଧାୟକ ।








