20.1 C
Bhubaneswar
Thursday, February 12, 2026
Homeଓଡିଶାସୁଗମ ଯାତ୍ରା ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି

ସୁଗମ ଯାତ୍ରା ସୁନିଶ୍ଚିତ କରିବା ପାଇଁ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ଅବଧି ବୃଦ୍ଧି

ପୁରୀ: ପୂର୍ବ ତଟ ରେଳପଥ ନିମ୍ନଲିଖିତ ସ୍ୱତନ୍ତ୍ର ଟ୍ରେନଗୁଡ଼ିକର ସମୟ, ରହଣି ଏବଂ ସଂରଚନାକୁ ବଜାୟ ରଖିବା ସହ ପରିଚାଳନା ଅବଧି ବୃଦ୍ଧି କରିଛି ଏହା ଦ୍ଵାରା ଯାତ୍ରୀଙ୍କ ବର୍ଦ୍ଧିତ ଚାହିଦା ପୂରଣ ହେବା ସହ ନିରନ୍ତର ଯାତ୍ରା ସୁବିଧା ଯୋଗାଇବରେ ବିଶେଷ ସହାୟକ ହେବ :

ଟ୍ରେନ ନମ୍ବର ୦୮୦୧୧/୦୮୦୧୨ ଭଞ୍ଜପୁର-ପୁରୀ-ଭଞ୍ଜପୁର ସ୍ୱତନ୍ତ୍ର:
ଭଞ୍ଜପୁରରୁ ୧୩ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି
ପୁରୀରୁ ୧୪ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି

ଟ୍ରେନ ନମ୍ବର ୦୨୮୩୯/୦୨୮୪୦ ଶାଲିମାର-ପୁରୀ-ଶାଲିମାର ସ୍ୱତନ୍ତ୍ର:
ଶାଲିମାରରୁ ୧୪ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି
ପୁରୀରୁ ୧୫ ସେପ୍ଟେମ୍ବର ୨୦୨୫ ପର୍ଯ୍ୟନ୍ତ ବଢ଼ାଯାଇଛି

ଯାତ୍ରୀମାନଙ୍କୁ ଏହି ସମ୍ପ୍ରସାରଣକୁ ଧ୍ୟାନ ଦେବାକୁ ଏବଂ ସେହି ଅନୁସାରେ ସେମାନଙ୍କର ଯାତ୍ରା ଯୋଜନା କରିବାକୁ ପରାମର୍ଶ ଦିଆଯାଉଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking