19.1 C
Bhubaneswar
Friday, November 22, 2024
Homeଓଡିଶା୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

୪୮ ଘଣ୍ଟାରେ ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ବାତ୍ୟା ‘ଅମ୍ପନ’ କ୍ଷୟକ୍ଷତି ନେଇ ଜିଲ୍ଲାପାଳମାନହଙ୍କୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । କ୍ଷତିଗ୍ରସ୍ତ ହୋଇଥିବା ଜିଲ୍ଲାର କ୍ଷତି ସମ୍ବନ୍ଧରେ ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ରିପୋର୍ଟ ମାଗିଛନ୍ତି ସରକାର । ୪୮ ଘଣ୍ଟା ମଧ୍ୟରେ କ୍ଷୟକ୍ଷତି ସଂପର୍କରେ ଆକଳନ ରିପୋର୍ଟ ଦେବାକୁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ହୋଇଛି । ତେବେ ୪୮ ଘଣ୍ଟା ଭିତରେ ପ୍ରଥମେ ପ୍ରାଥମିକ ରିପୋର୍ଟ ଦେବା ପରେ ଶେଷରେ ଚୂଡାନ୍ତ ରିପୋର୍ଟ ଦେବାକୁ ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ପ୍ରାଥମିକ ରିପୋର୍ଟ ମିଳିବା ପରେ କ୍ଷୟକ୍ଷତିର ଆକଳନ କରାଯିବା ସହ ପରେ କ୍ଷୟକ୍ଷତି ଆକଳନ ସରିବା ପରେ ପ୍ରଭାବିତ ଲୋକଙ୍କୁ କ୍ଷତିପୂରଣ ଦିଆଯିବ ବୋଲି ସୂଚନା ପ୍ରଦାନ କରିଛନ୍ତି ଏସଆରସି ପ୍ରଦୀପ ଜେନା ।
https://onakhabar.com/2020/05/20/cyclone-amphan-landfall-has-started-situation-is-fast-changing/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking