28.1 C
Bhubaneswar
Sunday, September 8, 2024
Homeଓଡିଶା୧୩ ଜିଲ୍ଲାକୁ ସତର୍କ କଲେ ଏସଆରସି

୧୩ ଜିଲ୍ଲାକୁ ସତର୍କ କଲେ ଏସଆରସି

ଭୁବନେଶ୍ୱର : ଲଘୁଚାପ ନେଇ ୧୩ ଜିଲ୍ଲାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ ଚିଠି । ଲଘୁଚାପ ବର୍ଷାରେ ଉତ୍ତର ଓଡିଶାରେ ଉପୁଜିପାରେ ବନ୍ୟା ସ୍ଥିତି । ଉତ୍ତର ଓଡିଶା ସହ ୧୩ ଜିଲ୍ଲାକୁ ସଜାଗ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ । ଜିଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ୧୩ ଜିଲ୍ଲା ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ ଓ ଅନୁଗୁଳ ଜିଲାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତର୍କ କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking