27.1 C
Bhubaneswar
Sunday, June 8, 2025
Homeଓଡିଶାବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି

ବର୍ଷା ନେଇ ଜିଲ୍ଲାପାଳମାନଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ୱର: ରାଜ୍ୟରେ ବର୍ଷା ସତର୍କତା ନେଇ ଜିଲ୍ଲାପାଳମାନଙ୍କୁ ଏସଆରସି ଚିଠି ଲେଖି ସତର୍କତା କରାଇଛନ୍ତି । ସମସ୍ତ ଜିଲ୍ଲାପାଳଙ୍କୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ଆଜି ସୃଷ୍ଟି ହେବାକୁ ଥିବା ଲଘୁଚାପ ନେଇ ସତର୍କତା କରାଇଲେ । ବଜ୍ରପାତ ଅଘଟଣ ଏଡାଇବାକୁ ଲୋକଙ୍କୁ ସଚେତନ କରିବାକୁ କହିଲେ । କ୍ଷୟକ୍ଷତି ବାବଦରେ ତୁରନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।  ସୂଚନା ଥାଉକି ଜୁନ ୧ ଯାଏ ସାରା ରାଜ୍ୟରେ ବଜ୍ରପାତ ଓ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking