31.1 C
Bhubaneswar
Sunday, May 19, 2024
Homeଓଡିଶାଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ; ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରୀଜିଉଙ୍କ ବନକଲାଗି ନୀତି ; ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଆସନ୍ତାକାଲି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ବନକଲାଗି ନୀତି ପାଇଁ ୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ ସରିବା ପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଶ୍ରୀମୁଖ ଶ୍ରିଙ୍ଗାର କରାଯିବାକୁ ନିଷ୍ପତ୍ତି ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏଥିପାଇଁ ଆସନ୍ତାକାଲି ସନ୍ଧ୍ୟା ୬ଟାରୁ ରାତି ୧୨ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ଆଗାମୀ ୫ ଦିନ ଯାଏଁ ଜାରି ରହିବ ବର୍ଷା

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking