21.1 C
Bhubaneswar
Monday, December 8, 2025
Homeଦେଶ ବିଦେଶକାଲି ଶ୍ରୀଜିଉଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ

କାଲି ଶ୍ରୀଜିଉଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ

ପୁରୀ: ଆସନ୍ତାକାଲି ୫ ଘଣ୍ଟା ସର୍ବସାଧାରଣଙ୍କ ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ ରହିବ। ଆପାତତଃ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ। ଭାଦ୍ରବ ଶୁକ୍ଳ ଦ୍ୱାଦଶ ତିଥିରେ ବାମନ ଜନ୍ମ ନୀତି ପାଇଁ ଦର୍ଶନ ବନ୍ଦ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking