29.1 C
Bhubaneswar
Tuesday, May 6, 2025
Homeଓଡିଶାଶ୍ରୀଜିଉଙ୍କ ବଡ଼ ମହାସ୍ନାନ: ସାଧାରଣ ଦର୍ଶନ ବନ୍ଦ

ଶ୍ରୀଜିଉଙ୍କ ବଡ଼ ମହାସ୍ନାନ: ସାଧାରଣ ଦର୍ଶନ ବନ୍ଦ

ପୁରୀ: ଶ୍ରୀଜିଉଙ୍କ ବଡ଼ ମହାସ୍ନାନ । ଶ୍ରୀଜିଉଙ୍କ କରାଗଲା ବଡ ମହାସ୍ନାନ ।  ତେବେ ମହାପ୍ରଭୁଙ୍କ ବଡ ମହାସ୍ନାନ କରାଯିବାର କାରଣ ହେଉଛି ଜଣେ ଭକ୍ତ ବାନ୍ତି କରିବାରୁ ବଡ ମହାସ୍ନାନ କରାଯାଇଛି । ସୂଚନାମୂତାବକ ଭିତର ଦର୍ଶନ ଚାଲିଥିବାବେଳେ ଭକ୍ତ ଜଣଙ୍କ ବାନ୍ତି କରିଦେଇଥିଲେ । ଏ ଅଘଟଣ ପରେ ପ୍ରାୟ ୧ ଘଣ୍ଟା ଧରି ସାଧାରଣ ଦର୍ଶନ ବନ୍ଦ କରାଯାଇଛି ।  ଶ୍ରୀମନ୍ଦିର ପରମ୍ପରା ଅନୁସାରେ ମନ୍ଦିର ପରିସର ମଧ୍ୟରେ ଯଦି ରକ୍ତ ଛିଟା ପଡେ, କିଏ ବାନ୍ତି କରିଦେଲେ କିମ୍ବା ମଳତ୍ୟାଗ କଲେ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ କରାଯାଇଥାଏ । ପରେ ଚୂନ ପାଣି ପକାଯାଇ ସୌଧ କରାଯାଏ । ଏହାପରେ ପୂଜାପଣ୍ଡା  ସେବକମାନେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ନୀତି କରିଥାନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking