ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ

ପୁରୀ: ବଦଳିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ । ଶ୍ରୀମନ୍ଦିର ସହ ପୂର୍ତ୍ତ ସଚିବ ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ ବୀର ବିକ୍ରମ ଯାଦବ । ୧୯୯୬ ବ୍ୟାଚ୍ ଆଇଏଏସ୍ ହେଉଛନ୍ତି ବୀର ବିକ୍ରମ ଯାଦବ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ମିଳିଲା ଅତିରିକ୍ତ ଦାୟିତ୍ବ । ତାଙ୍କୁ ପୂର୍ତ୍ତ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସଞ୍ଜୀବ ଚଢ଼ାଙ୍କୁ ସମବାୟ ବିଭାଗର ସଚିବ ଭାବେ … Continue reading ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ହେଲେ ବୀର ବିକ୍ରମ ଯାଦବ