କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ

ଭୁବନେଶ୍ୱର: ଉପନିର୍ବାଚନ ପାଇଁ କଂଗ୍ରେସର ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ତାଲିକାରେ ରାଜ୍ୟ ପ୍ରଭାରୀ ଏ. ଚେଲା କୁମାର, ପିସିସି ସଭାପତି ନିରଂଜନ ପଟନାୟକ, ଜିତେନ୍ଦ୍ର ସିଂ, ଭକ୍ତ ଦାସ, ନରସିଂହ ମିଶ୍ର, ଚିରଂଜୀବ ବିଶ୍ୱାଳ, ପ୍ରଦୀପ ମାଝି, ଶରତ ରାଉତ, ରାମଚନ୍ଦ୍ର ଖୁଣ୍ଟିଆ, ଶରତ ପଟ୍ଟନାୟକ, ସପ୍ତଗିରି ଉଲାକା, ପ୍ରସାଦ ହରିଚନ୍ଦନ, ତାରା ପ୍ରସାଦ ବାହିନୀପତି, ସୁର ରାଉତରାୟ, ରଂଜୀବ ବିଶ୍ୱାଳ, ମହମ୍ମଦ ମୋକିମ୍‌, ଗଣେଶ୍ୱର ବେହେରା, ସନ୍ତୋଷ ସିଂ ସାଲୁକା ରହିଛନ୍ତି ।

LEAVE A REPLY

Please enter your comment!
Please enter your name here