30.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଶାରଦା ପ୍ରସନ୍ନଙ୍କ ନାଁରେ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶାରଦା ପ୍ରସନ୍ନଙ୍କ ନାଁରେ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ବିଶିଷ୍ଟ ଗୀତିକାର ଓ ଚଳଚ୍ଚିତ୍ର ନିର୍ମାତା ଶାରଦା ପ୍ରସନ୍ନ ନାୟକଙ୍କ ସ୍ମୃତିରେ ଆଜି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଣିକି ପ୍ରତିବର୍ଷ ଶାରଦାଙ୍କ ନାଁରେ ଦିଆଯିବ ଗୀତି କବିତା ପୁରସ୍କାର । ଓଡିଶା ସଙ୍ଗୀତ ନାଟକ ଏକାଡେମୀ ଏନେଇ ଅଢେଇ ଲକ୍ଷ ଟଙ୍କା ଦେବ ।

ଆଜି ସନ୍ଧ୍ୟାରେ ଶାରଦାଙ୍କ ରାଜ୍ୟସ୍ତରୀୟ ଏକାଦଶାହ ସଭା ଅନୁଷ୍ଠିତ ହେବ । ସଂସ୍କୃତି ବିଭାଗ ଓ ଜିକେସି ଓଡିଶୀ ଗବେଷଣା କେନ୍ଦ୍ର ଏହାର ଆୟୋଜନ କରିବ । ତେବେ ଶାରଦାପ୍ରସନ୍ନଙ୍କ ଅବଦାନ ଓଡିଶା କଳା ଜଗତକୁ ରୁଦ୍ଧିମନ୍ତ କରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking