30.1 C
Bhubaneswar
Saturday, April 4, 2026
Homeଓଡିଶାଆଜି ରାଜ୍ୟ କ୍ୟାବିନେଟ ବୈଠକ

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ସନ୍ଧ୍ୟା ୬ଟାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ଭବନରେ ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟରେ ଟିରୁ ଅଧିକ ପ୍ରସ୍ତାବ ଆସିବାକୁ ରହିଛି । ସେଥିମଧ୍ୟରେ ନିର୍ମାଣ ବିଭାଗର ଦୁଇଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରହିଥିବା ବେଳେ ସ୍ୱାସ୍ଥ୍ୟ , ଜଳସମ୍ପଦ, ରାଜସ୍ୱ ଭଳି ଅନ୍ୟାନ୍ୟ ବିଭାଗର ପ୍ରସ୍ତାବ ରହିଛି । ଉଲ୍ଲେଖ ଯୋଗ୍ୟ ରାଜ୍ୟସରକାରଙ୍କ ପକ୍ଷରୁ ୨୦୩୬ ସୁଦ୍ଧା । ଓଡିଶାକୁ ଏକ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ଲକ୍ଷ୍ୟ ରହିଛି । ଏହାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଶିକ୍ଷା, ସ୍ୱାସ୍ଥ୍ୟ, ଭିତ୍ତିଭୂମିଠାରୁ ଆରମ୍ଭ କରି ବିଭିନ୍ନ କ୍ଷେତ୍ରରେ ସ୍ୱତନ୍ତ୍ର ରୋଡମ୍ୟାପ ପ୍ରସ୍ତୁତ ହୋଇଛି । ଏହି ପରିପ୍ରେକ୍ଷୀରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ ସରକାର ରାଜ୍ୟବାସୀଙ୍କ ହିତକୁ ଦୃଷ୍ଟିରେ ରଖି କି ପ୍ରକାର ନିଷ୍ପତ୍ତି ନେଉଛନ୍ତି ତାହା ଉପରେ ସମସ୍ତଙ୍କର ନଜର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking