31.7 C
Bhubaneswar
Saturday, June 20, 2026
Homeଓଡିଶାଆଜି ରାଜ୍ୟ କ୍ୟାବିନେଟ୍

ଆଜି ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ଵର : ଆଜି ରାଜ୍ୟ କ୍ୟାବିନେଟ୍। ଆଜି ପୂର୍ବାହ୍ନରେ ଲୋକସେବା ଭବନରେ ଚତୁର୍ଥ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକ​‌ରେ ବହୁ ଗୁରୁତ୍ଵପୂର୍ଣ୍ଣ ବିଷୟରେ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି। ବିଶେଷ କରି ରତ୍ନଭଣ୍ଡାର ମରାମତି ନେଇ ଏସଓପି  ସହିତ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଉପରେ କ୍ୟାବିନେଟ୍ ମୋହର ଲାଗିବ। ବିଶେଷ କରି  ଆୟୁଷ୍ମାନ୍ ଯୋଜନା ସହିତ ବଜେଟ୍ ରେ ପ୍ରସ୍ତାବିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା , ପାନୀୟ ଜଳ ଯୋଗାଣ ପାଇଁ ଧାର୍ୟ୍ୟ ଅବଧି ଏବଂ ଅର୍ଥ ଆବଣ୍ଟନ ସହିତ ଏବେ ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟ ଭଳି ପ୍ରସଙ୍ଗରେ କ୍ୟାବିନେଟରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking