25.1 C
Bhubaneswar
Monday, October 21, 2024
Homeଓଡିଶାଆସନ୍ତାକାଲି ରାଜ୍ୟ କ୍ୟାବିନେଟ

ଆସନ୍ତାକାଲି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର: ଆସନ୍ତାକାଲି ବସିବ ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ। ସନ୍ଧ୍ୟା ୭ଟା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିବ।

କ୍ୟାବିନେଟ ପରେ ପରେ ମନ୍ତ୍ରିପରିଷଦ ବୈଠକ ବସିବ । ଏଥିରେ କାମଚଲା ବଜେଟକୁ ମଞ୍ଜୁରୀ ମିଳିବ । ଆସନ୍ତା ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଥିବାରୁ କ୍ୟାବିନେଟ ଓ ମନ୍ତ୍ରିପରିଷଦ ବୈଠକ ବେଶ୍ ଗୁରୁତ୍ବପୂର୍ଣ୍ଣ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking