ରାଜ୍ୟ କ୍ୟାବିନେଟ: ଜଳସମ୍ପଦ ବିଭାଗର ୫ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତା ଲୋକସେବା ଭବନରେ ବସିଥିବା କ୍ୟାବିନେଟ ବୈଠକରେ ୧୧ ପ୍ରସ୍ତାବରେ ବାଜିଲା ମୋହର । ଏନେଇ ସୂଚନା ଦେଲେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ । ୫ଟି ବିଭାଗର ୧୧ ପ୍ରସ୍ତାବ କ୍ୟାବିନେଟ ବୈଠକରେ ପାରିତ ହୋଇଛି । କ୍ୟାବିନେଟ ବୈଠକରେ ପାର୍ବତୀ ଗିରି ମେଗା ଜଳପ୍ରକଲ୍ପକୁ ଗୁରୁତ୍ୱ ଦିଆଯାଇଛି । ଏଥି ସହିତ ୩୪୦୦ କୋଟିର ଅଟଳ ବସ ଷ୍ଟାଣ୍ଡ ଯୋଜନା ପାରିତ ହୋଇଛି । ପାନୀୟ ଜଳ … Continue reading ରାଜ୍ୟ କ୍ୟାବିନେଟ: ଜଳସମ୍ପଦ ବିଭାଗର ୫ ଟେଣ୍ଡରକୁ ଅନୁମୋଦନ