20.1 C
Bhubaneswar
Thursday, February 12, 2026
Homeଓଡିଶାଓଡିଶାରେ ରାଜ୍ୟ କଂଗ୍ରେସ ପ୍ରଭାରୀ

ଓଡିଶାରେ ରାଜ୍ୟ କଂଗ୍ରେସ ପ୍ରଭାରୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ ଲଲ୍ଲୁ । ଦାୟିତ୍ୱ ଗ୍ରହଣ ପରେ ଅଜୟ ଲଲ୍ଲୁଙ୍କ  ପ୍ରଥମ ଓଡିଶା ଗସ୍ତ ।ବିମାନବନ୍ଦରରେ ପହଞ୍ଚିବା ପରେ ପ୍ରଭାରୀଙ୍କୁ ସ୍ୱାଗତ କରିଛନ୍ତି କଂଗ୍ରେସ ବରିଷ୍ଠ ନେତା ସୁରେଶ ରାଉତରାୟ। କଂଗ୍ରେସ ପଦଯାତ୍ରାରେ ସାମିଲ ହେବେ ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ ଲଲ୍ଲୁ ।ଆଜି କଂଗ୍ରେସର ତୃତୀୟ ଦିନର ସଂକଳ୍ପ ପଦଯାତ୍ରା । ଲଲ୍ଲୁ କହିଛନ୍ତି ଜଗନ୍ନାଥଙ୍କ ଭୂମିକୁ ଆସି ମୁଁ ଜଗନ୍ନାଥ ମହାପ୍ରଭୁଙ୍କୁ ପ୍ରଣାମ ଜଣାଇଛି। ଓଡ଼ିଶା ଭଳି ଗୁରୁତ୍ୱପୂର୍ଣ୍ଣ ରାଜ୍ୟର ପ୍ରଭାରୀ ଭାବରେ ଦାୟିତ୍ୱ ଦେଇଥିବାରୁ ମୁଁ ରାହୁଲ ଗାନ୍ଧୀ ଏବଂ ଏଆଇସିସି ସଭାପତିଙ୍କୁ ଧନ୍ୟବାଦ ଦେଉଛି। ପିସିସି ସଭାପତି ଏବଂ ରାଜ୍ୟ କଂଗ୍ରେସ ବରିଷ୍ଠ ନେତାଙ୍କୁ ନେଇ ରାଜ୍ୟ କଂଗ୍ରେସକୁ ମଜଭୁତ କରିବା ସହ ରାଜ୍ୟର ଉନ୍ନତି ପାଇଁ କାର୍ଯ୍ୟ କରିବୁ।ଦୁର୍ନୀତି, ଭାଷ୍ଟାଚାର, ଅନ୍ୟାୟ ଏବଂ ଅତ୍ୟାଚାର ବିରୋଧରେ ଲଢେଇ ଜାରି ରହିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking