26.1 C
Bhubaneswar
Tuesday, March 17, 2026
Homeଓଡିଶାଓଡ଼ିଶାରେ ଆସିବ ରାଜ୍ୟ ସମବାୟ ନୀତି

ଓଡ଼ିଶାରେ ଆସିବ ରାଜ୍ୟ ସମବାୟ ନୀତି

ଭୁବନେଶ୍ୱର : ବଜେଟ ଉପସ୍ଥାପନ ବେଳେ ଓଡ଼ିଶାରେ ଆସିବ ରାଜ୍ୟ ସମବାୟ ନୀତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହାସହ ମହାନଦୀ ନବୀକରଣ ପାଇଁ ବୈଷୟିକ କମିଟି ଗଠନ କରାଯିବ । ଡ୍ୟାମ ସୁରକ୍ଷା ଉନ୍ନତୀକରଣ ଯୋଜନା ପାଇଁ ୨ଶହ କୋଟି ଖର୍ଚ୍ଚ ହେବ । ସେହିଭଳି ଓଡ଼ିଶାରେ ୨୫ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯିବାକୁ ଲକ୍ଷ୍ୟ ରଖାଯାଇଛି । ୨୦୨୭ ସୁଦ୍ଧା ରାଜ୍ୟରେ ସୃଷ୍ଟି ହେବେ ୨୫ ଲକ୍ଷ ଲକ୍ଷପତି ଦିଦି । ମହିଳା ଓ ଶିଶୁ ବିକାଶ ପାଇଁ ବଜେଟରେ ୧୭, ୯୪୨ କୋଟି ବ୍ୟୟବରାଦ କରାଯାଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking