31.1 C
Bhubaneswar
Monday, March 30, 2026
Homeଓଡିଶାଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

ଶ୍ରମିକଙ୍କ ମଜୁରୀ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ଶ୍ରମିକମାନଙ୍କ ପାଇଁ ଖୁସି ଖବର ଆଣିଛନ୍ତି। ଶ୍ରମିକଙ୍କ ଦୈନିକ ମଜୁରୀ ବଢ଼ାଇଛନ୍ତି। ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୧୦ ଟଙ୍କା ବୃଦ୍ଧି କରିଛନ୍ତି। ଏସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଂଜୁରୀ ଦେଇଛନ୍ତି। ସୂଚନା ଅନୁସାରେ ସରକାର ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ୪୬୨ଟଙ୍କାକୁ ବୃଦ୍ଧି କରିଛନ୍ତି। ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ୫୧୨ ଟଙ୍କାକୁ ବୃଦ୍ଧି କରିଛନ୍ତି। କୁଶଳୀ ଶ୍ରମିକଙ୍କ ଦରମା ୫୬୨ ଟଙ୍କାକୁ ବୃଦ୍ଧି ହୋଇଥିବା ବେଳେ ଉଚ୍ଚକୁଶଳୀ ଶ୍ରମିକଙ୍କ ଦରମା ୬୧୨ ଟଙ୍କାକୁ ବୃଦ୍ଧି କରିଛନ୍ତି। ବର୍ଦ୍ଧିତ ମଜୁରୀ ପିଛଲା ଭାବେ ଏପ୍ରିଲରୁ ଲାଗୁ ହେବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking