ରାଜ୍ଯ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ

ଭୁବନେଶ୍ୱର– ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୁଲ୍ୟରେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ ହୋଇଯାଇଛି l ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଦିଲୀପ ରାଉତରାଏଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବକ୍ତୃତାମାଳାରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଯୁଗ୍ମ ଶାସନ ସଚିବ ଶ୍ରୀ ମନୋଜ କୁମାର ସ୍ୱାଇଁ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ଶ୍ରୀ ରାଉତରାଏ ପାଠକ ପାଠିକା ନିମନ୍ତେ ବିଭିନ୍ନ ଉଦାହରଣ ଦେଇ ଜୀବନ ରେ କିପରି ପ୍ରତିଯୋଗିତା ମୂଳକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ … Continue reading ରାଜ୍ଯ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ