14.1 C
Bhubaneswar
Sunday, December 7, 2025
Homeଓଡିଶାରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା

ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା

ଭୁବନେଶ୍ୱର:  ରାଜ୍ୟ ପଞ୍ଚାୟତିରାଜ ପୁରସ୍କାର ଘୋଷଣା । ୪ କୋଟିର ପୁରସ୍କାର  ରାଶି ଘୋଷଣା  କରାଯାଇଛି । ପୁରସ୍କାର ରାଶି ଘୋଷଣା କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ ।  ରାଜ୍ୟ, ଜିଲ୍ଲା ଓ ବ୍ଲକ ସ୍ତରରେ ଦିଆଯିବ ପୁରସ୍କାର ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking