21.1 C
Bhubaneswar
Saturday, February 7, 2026
Homeଓଡିଶାଡଃ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଡଃ. ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଯାଜପୁର: ଯାଜପୁର ଜିଲ୍ଳା ର ଯାଜପୁର ବ୍ଲକ ର ଭୁବନେଶ୍ୱରପୁର ପଂଚାୟତସ୍ଥିତ ସାମ୍ୟଭବନ ପରିସରରେ ସମ୍ବିଧାନ ପ୍ରଣେତା ଡ଼ ବି ଆର ଆମ୍ବେଦକରଙ୍କ ୧୩୫ତମ ଜୟନ୍ତୀ ଅବସରରେ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବଣେଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଯୋଗ ଦେଇ ପ୍ରତିମୂର୍ତ୍ତି କୁ ଉନ୍ମୋଚନ କରିଥିଲେ। ମୁଖ୍ୟ ବକ୍ତା ଭାବେ ବରିଷ୍ଠ କମ୍ୟୁନିଷ୍ଠ ନେତା ସନ୍ତୋଷ ଦାସ, ସମ୍ମାନିତ ଅତିଥି ଭାବେ ଡା ନିର୍ମଳ ନାୟକ, ବରିଷ୍ଠ ଶିକ୍ଷାବିତ ସୁରେନ୍ଦ୍ର ରାୟ ପ୍ରମୂଖ ଯୋଗ ଦେଇ ଡ଼ ଆମ୍ବେଦକରଙ୍କ ସମାଜ ପ୍ରତିଥିବା ଅବଦାନକୁ ମନେ ପକାଇଥିଲେ। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଅଞ୍ଚଳର ବହୁ ବୁଦ୍ଧିଯିବି, ବରିଷ୍ଠ ନାଗରିକ ମାନେ ସାମିଲ ହୋଇଥିଲେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking