‘ଦ କେରଳ ଷ୍ଟୋରୀ’ ଉପରେ ଲାଗିବନି ରୋକ୍: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ବହୁ ଚର୍ଚ୍ଚିତ ହିନ୍ଦୀ ଫିଲ୍ମ ‘ଦ କେରଳ ଷ୍ଟୋରୀ’ ଉପରେ ଲାଗିବନି ରୋକ୍। ପଶ୍ଚିମବଙ୍ଗ ସରକାର ଲଗାଇଥିବା ବ୍ୟାନ୍ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ। ଗୁରୁବାର ଏନେଇ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିବା ସହ ପଶ୍ଚିମବଙ୍ଗ ସରକାରଙ୍କୁ କଡ଼ା ସମାଲୋଚନା କରିଥିଲେ ସୁପ୍ରିମକୋର୍ଟ। ଜେଲ୍‌ରେ ସାବିତ୍ରୀ ବ୍ରତ ପାଳିଲେ ଅର୍ଚ୍ଚନା ନାଗ