ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହେଲେ ସାବତ ବାପା

କେନ୍ଦୁଝର: ଜଣେ ୧୬ ବର୍ଷର ନାବାଳିକା ବଳାତ୍କାର ମାମଲାରେ ସାବତ ବାପା ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି। ନାବାଳିକାଙ୍କ ମାନସିକ ଅବସ୍ଥା ଭଲ ନ ଥିବାରୁ ଶିଶୁକେନ୍ଦ୍ରରେ ରଖାଯାଇ କାଉନସେଲିଂ ଚାଲିଛି। ଗିରଫ ସାବତ ବାପାଙ୍କ ନାମ ଏମ୍‌ଡି ଆଲାମ (୩୨)। ଘଟଣାଟି ବଡ଼ବିଲ ଥାନା ଅଞ୍ଚଳରେ ଘଟିଛି। ସୂଚନାନୁଯାୟୀ ନାବାଳିକାଙ୍କ ବାପାଙ୍କ ମୃତ୍ୟୁ ପରେ ତାଙ୍କ ମା’ ଜଣେ ମୁସଲମାନ ବ୍ୟକ୍ତିଙ୍କୁ କିଛି ବର୍ଷ ତଳେ ଦ୍ୱିତୀୟ ବିବାହ କରିଥିଲେ। ଦୁଇକୁନି ଝିଅକୁ ନେଇ … Continue reading ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ଗିରଫ ହେଲେ ସାବତ ବାପା