28.1 C
Bhubaneswar
Saturday, July 27, 2024
Homeଓଡିଶାବାତ୍ୟା ସୂଚନା ଦେଇନୁ: ଆଇଏମଡି ଡିଜି

ବାତ୍ୟା ସୂଚନା ଦେଇନୁ: ଆଇଏମଡି ଡିଜି

ଭୁବନେଶ୍ୱର: ବାତ୍ୟା ଚର୍ଚ୍ଚା ସମ୍ପର୍କରେ ଆଇଏମଡି ଡିଜି ମୃତ୍ୟୁଞ୍ଜୁୟ ମହାପାତ୍ରଙ୍କ ମନ୍ତବ୍ୟ । ବାତ୍ୟା ନେଇ ଆମେ ଏବେଯାଏ କୌଣସି ସୂଚନା ଦେଇନାହୁଁ ବୋଲି କହିଛନ୍ତି ଡିଜି । ଏଯାବତ ଅନୁଧ୍ୟାନ ଅନୁସାରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପ୍ଟଟେମ୍ବର ଶେଷ ସପ୍ତାହ ଆଡକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଅକ୍ଟୋବର ପ୍ରଥମ ସପ୍ତାହରେ ଏହା ଲଘୁଚାପର ରୂପ ନେବ ବୋଲି ଖବର ସାମ୍ନାକୁ ଆସିଛି । ଲଘୁଚାପର ରୂପ ନେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । କ୍ରମେ ଲଘୁଚାପଟି ଘନୀଭୂତ ହୋଇ ଅବପାତର ରୂପ ନେଇପାରେ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ।

ଅକ୍ଟୋବର ୭ରୁ ଆରମ୍ଭ ହେବ ଇଣ୍ଡିଆନ୍‌ ଆଇଡଲ୍‌ ସିଜିନ୍‌ ୧୪

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking