22.1 C
Bhubaneswar
Saturday, February 14, 2026
Homeଓଡିଶା୨୭ ସକାଳେ ବାତ୍ୟା!

୨୭ ସକାଳେ ବାତ୍ୟା!

ଭୁବନେଶ୍ୱର: ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।  ଘନୀଭୂତ ହୋଇ କାଲି ସୁଦ୍ଧା ଅବପାତର ରୂପ ନେବ । ୨୬ ସୁଦ୍ଧା ଗଭୀର ଅବପାତର ରୂପ ନେବା ସମ୍ଭାବନା ରହିଛି । ୨୭ ତାରିଖ  ସକାଳେ ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟାରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ରହିଛି । ଏହାର ପ୍ରବାବରେ ଆଜିଠୁ ଦକ୍ଷିଣ, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ସମ୍ଭାବନା ରହିଛି । ଏନେଇ ଆଇଏମଡି ତରଫରୁ  ସୂଚନା ମିଳିଛି । ଛୋଟ ଧରଣର ବାତ୍ୟା ହେବା ନେଇ ପାଣିପାଗ ବିଶେଷଜ୍ଞମାନେ ଆକଳନ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking