34.1 C
Bhubaneswar
Sunday, February 22, 2026
Homeଓଡିଶାଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ ପରିବାରରେ ଶୋକର ଛାୟା ଖେଳିଯାଇଛି। ତେବେ କେଉଁ ପରିସ୍ଥିତିରେ ସେ ଛାତରୁ ପଡ଼ିଛନ୍ତି ତାହା ଜଣାପଡ଼ିନାହିଁ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking