32.7 C
Bhubaneswar
Friday, June 26, 2026
Homeଓଡିଶାଘରୋଇ କଲେଜ ହଷ୍ଟେଲରେ ଜୀବନ ହାରିଲେ ଛାତ୍ର

ଘରୋଇ କଲେଜ ହଷ୍ଟେଲରେ ଜୀବନ ହାରିଲେ ଛାତ୍ର

ଭୁବନେଶ୍ୱର : ଘରୋଇ କଲେଜ ହଷ୍ଟେଲରେ ଜୀବନ ହାରିଲେ ଛାତ୍ର। ଶୁକ୍ରବାର ଏହି ଅଘଟଣ ଘଟିଛି। ମଞ୍ଚେଶ୍ୱର ଥାନା ଅଞ୍ଚଳର ଏକ ଘରୋଇ ଜ୍ଞାନଭାରତୀ କଲେଜର ଛାତ୍ର ହଷ୍ଟେଲରେ ଜୀବନ ହାରିଛନ୍ତି। ମୃତକ ଯୁକ୍ତ ୨ ବିଜ୍ଞାନ ଦ୍ୱିତୀୟ ବର୍ଷର ଛାତ୍ର। ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଛନ୍ତି। ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking