25.1 C
Bhubaneswar
Sunday, March 22, 2026
Homeଓଡିଶାପୋଖରୀରେ ବୁଡି ଛାତ୍ର ନିଖୋଜ

ପୋଖରୀରେ ବୁଡି ଛାତ୍ର ନିଖୋଜ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଟାଉନ ଥାନା ନରଣପୁର ଗାଁରେ ଅଘଟଣ। ପୋଖରୀରେ ବୁଡି ଜଣେ ନାବାଳକ ନିଖୋଜ ହୋଇଯାଇଛି। ନିଖୋଜ ନାବାଳକ ଜଣକ ଟାଙ୍ଗରିଆପାଳ ଅଞ୍ଚଳର ସମୀର ବେହେରା ବୋଲି ଜଣାପଡିଛି। ସମୀର ଗତକାଲି କେନ୍ଦୁଝର ନରଣପୁର ରତ୍ନା ସାହିରେ ଥିବା ନିଜ ସମ୍ପର୍କୀୟଙ୍କ ଘରକୁ ବୁଲିବାକୁ ଆସିଥିଲେ। ଆଜି ସକାଳୁ ସେ ଗାଁ ପାଖରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଯାଇଥିବାବେଳେ ପାଣିରେ ବୁଡି ନିଖୋଜ ହୋଇଯାଇଛନ୍ତି। ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking