ଛାତ୍ର ସଂସଦ ନିର୍ବାଚନ : ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନକୁ ନେଇ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବେ ସରକାର କହିଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ । ବାହାରିଲା ନିଟ୍‌ ପିଜି ରେଜଲ୍ଟ