25.1 C
Bhubaneswar
Monday, December 8, 2025
Homeଓଡିଶାକଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ

କଲେଜରେ ନିଜକୁ ଜାଳିଦେଲେ ଛାତ୍ରୀ

ବାଲେଶ୍ୱର: ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ ।  ଏଫଏମ ମହାବିଦ୍ୟାଳୟର ଗେଟ ସମ୍ମୁଖରେ ଅଭାବନୀୟ ଘଟଣା ଘଟିଛି ।  ଛାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଛାତ୍ରୀ ବି ଗୁରୁତର ଅଛନ୍ତି । ଗୁରୁତର ଅବସ୍ଥାରେ ଉଭୟ ଛାତ୍ରୀ ବାଲେଶ୍ୱର ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।  ଅଧ୍ୟଆପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗରେ ଧାରଣାରେ ବସିଥିଲେ ଛାତ୍ରୀ ।  ଏଫଏମ ମହାବିଦ୍ୟାଳୟର ଗେଟ ସମ୍ମୁଖରେ ଧାରଣାରେ ବସିଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking