22.1 C
Bhubaneswar
Friday, December 5, 2025
Homeଓଡିଶାଛାତ୍ରୀ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ଗିରଫ

ଛାତ୍ରୀ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ଗିରଫ

ଭୁବନେଶ୍ୱର: ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା। ଅଭିଯୁକ୍ତ ଅଧ୍ୟାପକ ଗିରଫ।  ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲ ଗିରଫ ହୋଇଛନ୍ତି।କିଛି ସମୟ ପୂର୍ବରୁ ଚାକିରିରୁ ବହିଷ୍କୃତ ହୋଇଥିଲେ ।  ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ । ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲ କଲେଜରୁ ବହିଷ୍କୃତ ହୋଇଥିଲେ । ସୂଚନାଯୋଗ୍ୟ, ଛାତ୍ରୀ ନିର୍ଯାତନା ଘଟଣା ସାମ୍ନାକୁ ଆସିବା ପରେ କ୍ୟାମ୍ପସ୍‌ରେ ଛାତ୍ରଛାତ୍ରୀ ହଙ୍ଗାମା କରିଥିଲେ । ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗରୁ ଉତ୍ତେଜନା ଦେଖାଦେଇଥିଲା । ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ ଅଭିଯୋଗ ହୋଇଛି । ବିକ୍ଷୋଭ କରୁଥିବା ସମୟରେ ଜଣେ ଛାତ୍ରୀ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।

ଛାତ୍ରୀ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking